ଆର୍ମି ପଦବୀ ପାଇଁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି) ବାହାରକରିଛି ବିଜ୍ଞପ୍ତି ! ଦଶମ ଏବଂ +୨ ପାସ୍ କରିଥିଲେ ଶୀଘ୍ର ଆବେଦନ କରନ୍ତୁ !
ୟୁପିଏସ୍ସି ବିଜ୍ଞପ୍ତିରେ ପ୍ରକାଶ କରିଛି ଆର୍ମି ର ନିଯୁକ୍ତି । କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ପରିଚାଳିତ ହୋଇଥାଏ ଭାରତର ସର୍ବୋଚ୍ଚ ସ୍ତରୀୟ ଅନେକ ପରୀକ୍ଷା । ୟୁନିୟନ ପବ୍ଲିକ୍ ସର୍ଭିସ୍ କମିସନ୍ ଆଣିଛି ବଡଧରଣ ର ବିଜ୍ଞପ୍ତି । ବିଜ୍ଞପ୍ତି ଅନୁସାରେ ୨୦୮ ଟି ପୋଷ୍ଟ୍ ଫାଙ୍କା ଅଛି । ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ପରୀକ୍ଷା ପାଇଁ ଆବେଦନ କରିବାର ଶେଷ ତାରିଖ ହେଉଛି ୦୬/୦୬/୨୦୨୩ ।
ଆବେଦନ କରିବାର ଶେଷ ତାରିଖ – ୦୬ – ୦୬ – ୨୦୨୩
ପଦବୀ – ଆର୍ମି
ପୋଷ୍ଟ ସଂଖ୍ୟା – ୨୦୮ ଟି ପୋଷ୍ଟ
ଏହି ଲିଙ୍କ୍କୁ ଯାଇ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି) ବିଷୟରେ ଅନେକ ତଥ୍ୟ ପାଇପାରିବେ –
ଶିକ୍ଷାଗତ ଯୋଗ୍ୟତା –
ବୟସ ସୀମା –
ଉଭୟ ମହିଳା ଏବଂ ପୁରୁଷ ଆବେଦନ କରିପାରିବେ ।
ଅଧିକ ଜାଣିବା ପାଇଁ ଅଫିସିଆଲ୍ ନୋଟିଫିକେସନ୍ ଟିକୁ ଦେଖନ୍ତୁ ।
ପରୀକ୍ଷାକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ –
ପରୀକ୍ଷାର ସ୍ଥାନ –
ଓଡିଶା ର କଟକ ରେ ହେବ ।
ଅନଲାଇନ୍ ଆପ୍ଲିକେସନ୍ ଫର୍ମ ଫିଲଅପ୍ କଲାବେଳେ କୌଣସି ଅସୁବିଧା ର ସମ୍ମୁଖୀନ ହେଲେ କିମ୍ବା ଆପ୍ଲିକେସନ ଫର୍ମ ଫିଲଅପ୍ ସଂମ୍ପର୍କିତ କୌଣସି ପ୍ରକାର ର ମାର୍ଗଦର୍ଶନ / ସୂଚନା / ସ୍ପଷ୍ଟୀକରଣ ଦରକାର ପଡିଲେ ନିମ୍ନଲିଖିତ ନମ୍ୱରରେ ଯୋଗାଯୋଗ କରନ୍ତୁ ।
ପରୀକ୍ଷା ଦେୟ ବା ଆବେଦନ କଲାବେଳେ କେତେ ଟଙ୍କା ଦେବାକୁ ପଡିବ ?
ଜେନେରାଲ୍ ପ୍ରାର୍ଥି ପାଇଁ – ୧୦୦ ଟଙ୍କା
ଏସସି କିମ୍ୱା ଏସଟି କିମ୍ବା ଏକ୍ସ ସର୍ଭିସ୍ ମ୍ୟାନ୍ ପ୍ରାର୍ଥି ପାଇଁ – ମାଗଣାରେ ଆବେଦନ କରିପାରିବେ
ମହିଳାମାନଙ୍କ ପାଇଁ କୌଣସି ଆବେଦନ ଶୁଳ୍କ ନାହିଁ ।
ଅଫିସିଆଲ୍ ନୋଟିଫିକେସନ୍ ଟିକୁ ଡାଉନଲୋଡ୍ କରିବାପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ –
https://upsc.gov.in/sites/default/files/Notif-NDA-II-23-engl-170523.pdf
ଆବେଦନ କରିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ –
https://upsconline.nic.in/upsc/OTRP/index.php
କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ ।
ତେବେ ଡେରି ନକରି ଓଡିଆ ଡେଲି ର WhatsApp group ରେ join କରିବା ପାଇଁ
ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –
https://chat.whatsapp.com/HIuTqpSgca9HKPCfCJGqO4
JOB UPDATE ରହିବାପାଇଁ https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।