Wednesday 24th April 2024
ରୁମ୍ ଆଟେଣ୍ଡେଣ୍ଟ୍ ଚାକିରୀ ପାଇଁ ସ୍ୱସ୍ତି ପ୍ରିମିୟମ୍ ବାହାର କରିଛି ବିଜ୍ଞପ୍ତି ! ଶୀଘ୍ର ଆବେଦନ କରନ୍ତୁ !

ରୁମ୍ ଆଟେଣ୍ଡେଣ୍ଟ୍ ଚାକିରୀ ପାଇଁ ସ୍ୱସ୍ତି ପ୍ରିମିୟମ୍ ବାହାର କରିଛି ବିଜ୍ଞପ୍ତି ! ଶୀଘ୍ର ଆବେଦନ କରନ୍ତୁ !

ସ୍ୱସ୍ତି ଗ୍ରୁପ୍ ର ହୋଟେଲ୍ ଗୁଡିକ କମ୍ଫର୍ଟ , ବିଳାସପୂର୍ଣ୍ଣ ଏବଂ ବିଜନେସ୍ କ୍ଲାସ ଶ୍ରେଣୀ ର ହୋଟେଲ । ସ୍ୱସ୍ତି ପ୍ରିମିୟମ୍ ହେଉଛି ଏକ ଫାଇଭ୍ ଷ୍ଟାର ହୋଟେଲ୍ । ସ୍ୱସ୍ତି ପ୍ରିମିୟମ୍ ର  ଉଦ୍ଦେଶ୍ୟ ହେଉଛି ‘ ଥରେ ଯିଏ ଆମର ଅତିଥି, ସବୁଦିନ ପାଇଁ ସିଏ ଆମର ବନ୍ଧୁ ‘ । ଭୁବନେଶ୍ୱର ର ରେଲଓ୍ୱେ ଷ୍ଟେସନ ଏବଂ ବିମାନବନ୍ଦର ନିକଟରେ ଅବସ୍ଥିତ ଅଛି ସ୍ୱସ୍ତି ଗ୍ରୁପ୍ ର ଦୁଇଟି ବଡ ହୋଟେଲ୍ । ସେହି ହୋଟେଲ ଗୁଡିକ ହେଲା ସ୍ୱସ୍ତି ପ୍ରିମିୟମ ଏବଂ ସ୍ୱସ୍ତି ଗ୍ରାଣ୍ଡ ହୋଟେଲ୍ । ୧୯୮୧ ରେ ପ୍ରତିଷ୍ଠିତ ସ୍ୱସ୍ତି ପ୍ରିମିୟମ୍  ଆଜି କେବଳ ଭାରତରେ ନୁହେଁ ବରଂ ବିଶ୍ୱର ଅଧିକାଂଶ ଭାଗରେ ନିଜର ଅବସ୍ଥିତି ବନାଇପାରିଛି । ସ୍ୱସ୍ତି ପ୍ରିମିୟମ୍ ଭୁବନେଶ୍ୱର ର ଏକ ବିଳାସପୂର୍ଣ୍ଣ ବ୍ୟବସାୟ ଶ୍ରେଣୀ ହୋଟେଲ । ଯେଉଁଥିରେ ଅନେକ ଗୁଡିଏ କର୍ମଚାରୀ ଅଛନ୍ତି । ଅନେକ ସମୟରେ ସ୍ୱସ୍ତି ପ୍ରିମିୟମ୍  ବା ସ୍ୱସ୍ତି ପ୍ରିମିୟମ ଗ୍ରୁପରେ  ବିଭିନ୍ନ ବର୍ଗରେ ବିଭିନ୍ନ ପଦବୀ ପାଇଁ ବାହାରେ ବିଜ୍ଞପ୍ତି । 

ଆପଣ ଯଦି ଏହି ପଦବୀ ପାଇଁ ଆଗ୍ରହୀ ଅଛନ୍ତି ତେବେ ନିମ୍ନରେ ଦିଆଯାଇଥିବା ତଥ୍ୟକୁ ପଢି ଆବେଦନ କରିପାରିବେ ।

 

ପଦବୀ ର ନାମ –ରୁମ୍ ଆଟେଣ୍ଡେଣ୍ଟ୍ (ପୁରୁଷ )

 

ଚାକିରୀ କରିବାର ସ୍ଥାନ – ଭୂବନେଶ୍ୱର ସ୍ୱସ୍ତି ପ୍ରିମିୟମ ହୋଟେଲ

 

ଏହି ଲିଙ୍କ୍ ରେ କ୍ଲିକ୍ କଲେ ସ୍ୱସ୍ତି ଗ୍ରୁପ ବିଷୟରେ ଅଧିକ ଜାଣିପାରିବେ  –

https://www.swostihotels.com/

ଶିକ୍ଷାଗତ ଯୋଗ୍ୟତା –

୧) ଦଶମ ପାସ୍ କରିଥିଲେ ଆବେଦନ କରିପାରିବେ ।

୨) ଯେକୌଣସି ହୋଟେଲ୍ ମ୍ୟାନେଜମେଣ୍ଟ କୋର୍ସ କରିଥିଲେ ଅଗ୍ରାଧିକାର ପାଇବେ ।

 

ଅଭିଜ୍ଞତା –

୧) ଯେକୌଣସି ହୋଟେଲ୍ ରେ ସର୍ବନିମ୍ନ ୨ ବର୍ଷ ଅଭିଜ୍ଞତା ର ଆବଶ୍ୟକତା ରହିଛି ।

୨) ସେହି ହୋଟେଲ୍ ଗୁଡିକ ଷ୍ଟାର ଶ୍ରେଣୀ ର ହୋଇଥିଲେ ଅଗ୍ରାଧିକାର ପାଇବେ ।

୩) ହୋଟେଲ ଏବଂ ରିସର୍ଟ ରେ ୩ ବର୍ଷରୁ ଅଧିକ ଅଭିଜ୍ଞତା ଥିଲେ ଅଗ୍ରାଧିକାର ପାଇବେ ।

 

ଏହି ଚାକିରୀ କରିବା ପାଇଁ କଣ ରହିବ ଦାଇତ୍ୱ ?

୧) ଅତିଥିମାନଙ୍କ ପାଇଁ ଏକ ସୁଖଦ ଏବଂ ଆରାମଦାୟକ ଅଭିଜ୍ଞତା ପ୍ରଦାନ କରିବା ।

୨) ରୁମ କର୍ମଚାରୀମାନେ ଅତିଥି ମାନଙ୍କର କୋଠରୀଗୁଡ଼ିକୁ ସଫା କରିବା ଏବଂ ସେବା କରିବା କାମ କରିଥାନ୍ତି ।

୩) ସେମାନେ ସୁନିଶ୍ଚିତ କରନ୍ତି ଯେ ସମସ୍ତ କୋଠରୀ ଆମନ୍ତ୍ରଣ ଯୋଗ୍ୟ ଏବଂ ପରିଷ୍କାର ଅଟେ । 

୪) ରୁମ୍ ଆଟେଣ୍ଡେଣ୍ଟ୍ ମାନେ ସମସ୍ତ ଅତିଥି  ମାନଙ୍କର ପ୍ରଶ୍ନକୁ ଭଦ୍ର ଏବଂ ଜ୍ଞାନପୂର୍ଣ୍ଣ ଭାବରେ ସମ୍ବୋଧନ କରନ୍ତି ।

 

ଆବେଦନ କରିବା ପାଇଁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ –

https://www.swostihotels.com/careers/careers-form.html

 

 

କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ  JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ । 

ତେବେ ଡେରି ନକରି ଓଡିଆ ଡେଲି     WhatsApp group    ରେ   join କରିବା ପାଇଁ

ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –

https://chat.whatsapp.com/LcWKf8kn4Z9HH1v80hySeZ

 

 

 

JOB UPDATE ରହିବାପାଇଁ  https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।

CATEGORIES
TAGS
Share This

COMMENTS

Wordpress (0)
Disqus (0 )