Saturday 27th April 2024
ଜୁନିୟର ଆକ୍ୱାଜିସନ୍ ମ୍ୟାନେଜର ପାଇଁ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ୍ ବାହାରକରିଛି ଚାକିରୀ ! ଶୀଘ୍ର ଆବେଦନ କରନ୍ତୁ !

ଜୁନିୟର ଆକ୍ୱାଜିସନ୍ ମ୍ୟାନେଜର ପାଇଁ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ୍ ବାହାରକରିଛି ଚାକିରୀ ! ଶୀଘ୍ର ଆବେଦନ କରନ୍ତୁ !

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ହେଉଛି ଏକ ଭାରତୀୟ ବ୍ୟାଙ୍କିଙ୍ଗ ଏବଂ ଆର୍ଥିକ ସେବା କମ୍ପାନୀ । ଯାହାର ମୁଖ୍ୟକାର୍ଯ୍ୟାଳୟ ମୁମ୍ବାଇରେ ଅବସ୍ଥିତ । କର୍ପୋରେଟ୍ ଫାଇନାନ୍ସ , ବିନିଯୋଗ ବ୍ୟାଙ୍କିଙ୍ଗ୍ , ଜୀବନ ବୀମା ଏବଂ ଧନ ପରିଚାଳନା କ୍ଷେତ୍ରରେ ଏହା ବ୍ୟାଙ୍କିଙ୍ଗ ଉତ୍ପାଦ ଏବଂ ଆର୍ଥିକ ସେବା ପ୍ରଦାନ କରେ । ଓଡିଶାରେ ଏହି ବ୍ୟାଙ୍କ ର ଶାଖା ପ୍ରାୟ ସବୁଆଡେ ଅଛି । ଭୂବନେଶ୍ୱରରେ ମଧ୍ୟ ଏହାର ଅନେକ ଗୁଡିଏ ବ୍ରାଞ୍ଚ ଅଛି । ଯେଉଁଥିରେ ଅନେକ ଗୁଡିଏ କର୍ମଚାରୀ ଅଛନ୍ତି । ଅନେକ ସମୟରେ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ରେ ବିଭିନ୍ନ ବର୍ଗରେ ବିଭିନ୍ନ ପଦବୀ ପାଇଁ ବାହାରେ ବିଜ୍ଞପ୍ତି । ବର୍ତ୍ତମାନ ପ୍ରିମିୟର କର୍ପୋରେଟ୍ ଆକାଉଣ୍ଟ୍ ମ୍ୟାନେଜର ପଦବୀ ପାଇଁ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ବାହାର କରିଛି ବିଜ୍ଞପ୍ତି । କଟକ ପାଇଁ ବାହାରିଛି ବିଜ୍ଞପ୍ତି । 

 

ଆପ୍ଲାଇ କରିବାର ଶେଷ ତାରିଖ – ୨୨/୦୯/୨୦୨୩

 

ପଦବୀ ର ନାମ – 

  • ଜୁନିୟର ଆକ୍ୱାଜିସନ୍ ମ୍ୟାନେଜର

 

ଏହି ଲିଙ୍କ୍ ରେ କ୍ଲିକ୍ କଲେ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍  ଉପରେ ଅନେକ ତଥ୍ୟ ଜାଣିପାରିବେ –

https://www.kotak.com/en/home.html

ଚାକିରୀ କରିବାର ସ୍ଥାନ – କଟକ

 

ଶିକ୍ଷାଗତ ଯୋଗ୍ୟତା –

  • ଯୁକ୍ତ ତିନି ବା ସ୍ନାତକ ପାସ୍ କରିଥିବା ଦରକାର 
  • ଏମ୍.ବି.ଏ 
  • ସିଏ

 

ଅଭିଜ୍ଞତା –

ଯେକୌଣସି ବ୍ୟାଙ୍କରେ ଫାଇନାନ୍ସସିଆଲ୍ ସର୍ଭିସରେ ଅଭିଜ୍ଞତା ଥିଲେ ଭଲ । 

 

ଚାକିରୀ ର ସିପ୍ଟ – ମହିଳା

 

ଅଧିକ ଜାଣିବା ପାଇଁ ଆପଣ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ର ଅଫିସିଆଲ୍ ଓ୍ୱେବସାଇଟ୍ କୁ ଭିଜିଟ୍ କରିପାରିବେ ।

 

 

ଆବେଦନ କରିବା ପାଇଁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ –

APPLY ( CLICK HERE )

 

 

JOB UPDATE ରହିବାପାଇଁ  https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।

CATEGORIES
TAGS
Share This

COMMENTS

Wordpress (0)
Disqus (0 )