
କୋଟାକ୍ ମହିନ୍ଦ୍ରା ବ୍ୟାଙ୍କରେ ସର୍ଭିସ୍ ଅଫିସର ପଦବୀରେ ବାହାରିଛି ଚାକିରୀ ! +୩ ପାସ୍ କରିଥିଲେ ଶୀଘ୍ର ଆବେଦନ କରନ୍ତୁ !
କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ହେଉଛି ଏକ ଭାରତୀୟ ବ୍ୟାଙ୍କିଙ୍ଗ ଏବଂ ଆର୍ଥିକ ସେବା କମ୍ପାନୀ । କର୍ପୋରେଟ୍ ଫାଇନାନ୍ସ , ବିନିଯୋଗ ବ୍ୟାଙ୍କିଙ୍ଗ୍ , ଜୀବନ ବୀମା ଏବଂ ଧନ ପରିଚାଳନା କ୍ଷେତ୍ରରେ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ବ୍ୟାଙ୍କିଙ୍ଗ ଉତ୍ପାଦ ଏବଂ ଆର୍ଥିକ ସେବା ପ୍ରଦାନ କରେ । ଯାହାର ମୁଖ୍ୟକାର୍ଯ୍ୟାଳୟ ମୁମ୍ବାଇରେ ଅବସ୍ଥିତ । ଓଡିଶାରେ ଏହି ବ୍ୟାଙ୍କ ର ଶାଖା ପ୍ରାୟ ସବୁଆଡେ ଅଛି । ଭୁବନେଶ୍ୱରରେ ମଧ୍ୟ ଏହାର ଅନେକ ଗୁଡିଏ ବ୍ରାଞ୍ଚ ଅଛି । ଯେଉଁଥିରେ ଅନେକ ଗୁଡିଏ କର୍ମଚାରୀ ଅଛନ୍ତି । ଅନେକ ସମୟରେ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ରେ ବିଭିନ୍ନ ବର୍ଗରେ ବିଭିନ୍ନ ପଦବୀ ପାଇଁ ବାହାରେ ବିଜ୍ଞପ୍ତି ।
ବର୍ତ୍ତମାନ ସର୍ଭିସ୍ ଅଫିସର ପଦବୀ ପାଇଁ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ବାହାର କରିଛି ବିଜ୍ଞପ୍ତି । ଭୁବନେଶ୍ୱର ପାଇଁ ବାହାରିଛି ଏହି ବିଜ୍ଞପ୍ତି ।
ପଦବୀ ର ନାମ – ସର୍ଭିସ୍ ଅଫିସର
ଏହି ଲିଙ୍କ୍ ରେ କ୍ଲିକ୍ କଲେ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ଉପରେ ଅନେକ ତଥ୍ୟ ଜାଣିପାରିବେ –
https://www.kotak.com/en/home.html
ଚାକିରୀ କରିବାର ସ୍ଥାନ – ଶହୀଦ ନଗର, ଭୁବନେଶ୍ୱର କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍
ଶିକ୍ଷାଗତ ଯୋଗ୍ୟତା –
ଯୁକ୍ତ ତିନି ବା ସ୍ନାତକ ପାସ୍ କରିଥିବା ଦରକାର
ଚାକିରୀ ର ବିଭାଗ – କେଏମବିଏଲ୍
ଏହି ଚାକିରୀ କରିବା ପାଇଁ କଣ ଦରକାର ?
୧) ଗ୍ରାହକଙ୍କୁ ନଗଦ ଅର୍ଥ, ଡିଡି, ଚେକ୍ ଜମା, ସାଧାରଣ ସୂଚନା ସମ୍ବନ୍ଧୀୟ ଆବଶ୍ୟକତାକୁ ସମାଧାନ କରିବାକୁ ପଡିବ ।
୨) କାରବାରର ଗତି ଏବଂ ସଠିକତା ।
୩) ଅନ୍ୟାନ୍ୟ ବ୍ୟବସାୟିକ ସୁଯୋଗର ବିଷୟରେ ତଥ୍ୟ ସଂଗ୍ରହ ।
୪) ଅଭିଜ୍ଞତାର ଗୁଣବତ୍ତା ପ୍ରଦାନ ଯାହା ଧାରଣ ଏବଂ ସକରାତ୍ମକ ଶବ୍ଦ-ମୁଖକୁ ନିଶ୍ଚିତ କରିବ ।
ଚାକିରୀରେ କଣ ରହିବ ଦାୟିତ୍ୱ ? –
- ଏସଓ ପ୍ରୋଫାଇଲ୍ କୁ ହ୍ୟାଣ୍ଡେଲ୍ କରିବାକୁ ପଡିବ ।
ଅଧିକ ଜାଣିବା ପାଇଁ ଆପଣ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଲିମିଟେଡ୍ ର ଅଫିସିଆଲ୍ ଓ୍ୱେବସାଇଟ୍ କୁ ଭିଜିଟ୍ କରିପାରିବେ ।
ଆବେଦନ କରିବା ପାଇଁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ –
କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ ।
ତେବେ ଡେରି ନକରି ଓଡିଆ ଡେଲି ର WhatsApp group ରେ join କରିବା ପାଇଁ
ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –
https://chat.whatsapp.com/HIuTqpSgca9HKPCfCJGqO4
JOB UPDATE ରହିବାପାଇଁ https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।