Friday 26th April 2024
ପ୍ରକାଶ ପାଇଛି +୨ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ! ନିଜ ରେଜଲ୍ଟ ଜାଣିବାପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ !

ପ୍ରକାଶ ପାଇଛି +୨ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ! ନିଜ ରେଜଲ୍ଟ ଜାଣିବାପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ !

ପ୍ରକାଶ ପାଇଲା ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ମାର୍ଚ୍ଚ ମାସ ୧ ତାରିଖ ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ତାରିଖରେ ଶେଷ ହୋଇଥିଲା । ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

 

  • ବିଜ୍ଞାନରେ ପାସ ହାର ୮୪.୯୩ % ।

  • ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨ % ।

  • ୭୭ ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି ।

  • ୧୪୭୦ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି ।

  • ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି ।

  • ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ % ।

  • ଛାତ୍ରଙ୍କ ପାସହାର ୮୪.୨୮ % ।

  • ୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

  • ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

  • ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧୪ହଜାର ୮୫୨ ଜଣ ।

  • ନୟାଗଡରେ ସର୍ବାଧିକ ପାସ ହାର ୯୬.୪୧ % ।

  • ଗଜପତିରେ ସର୍ବନିମ୍ନ ପାସ ହାର ୬୧.୫୫ % ରହିଛି ।

  • ଯୁକ୍ତ ଦୁଇ ବିଜ୍ଞାନରେ ଝିଅଙ୍କ ପାସ୍ ହାର ୮୫.୬୭% ।

  • ଯୁକ୍ତ ଦୁଇ ବିଜ୍ଞାନରେ ପୁଅଙ୍କ ସଫଳତା ହାର ୮୪.୨୮% ।

  • ବାଣିଜ୍ୟରେ ୮୩.୮୭% ଝିଅ ପାସ୍ , ପୁଅଙ୍କ ପାସ୍ ହାର ୭୯.୫୨% ।

ନିଜ ପରୀକ୍ଷା ଫଳ ଜାଣିବା ପାଇଁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ –

ଅଧିକ ଛାତ୍ରଛାତ୍ରୀ Website Visit କଲେ କିମ୍ବା Server Down ଥିଲେ କିଛି ସମୟ ଛାଡି ପୁଣିଥରେ ଚେଷ୍ଟା କରନ୍ତୁ । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏପରି ହେବା ଏକ ସାଧାରଣ କଥା । ତେଣୁ ଧର୍ଯ୍ଯ ଧରନ୍ତୁ ।

 

 

+2 Science results 2023 ( Click Here )

 

 

+2 Commerce results 2023 ( Click Here )

 

 

 

 

କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ  JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ । 

ତେବେ ଡେରି ନକରି ଓଡିଆ ଡେଲି     WhatsApp group    ରେ   join କରିବା ପାଇଁ

ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –

https://chat.whatsapp.com/HIuTqpSgca9HKPCfCJGqO4

 

 

 

JOB UPDATE ରହିବାପାଇଁ  https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।

 

CATEGORIES
TAGS
Share This

COMMENTS

Wordpress (0)
Disqus (0 )