ମେଡିକାଲ୍ ଅଫିସର ପାଇଁ ଓଡିଶା ପବ୍ଲିକ୍ ସର୍ଭିସ କମିସନ୍ ବାହାରକରିଛି ଚାକିରୀ ! ଶୀଘ୍ର ଆବେଦନ କରନ୍ତୁ !
ମେଡିକାଲ୍ ଅଫିସର ହେବା ପାଇଁ ଆସିଛି ଖୁସି ଖବର । ଓଡିଶା ସରକାରଙ୍କ ଅଧିନରେ ବାହାରିଛି ସରକାରୀ ଚାକିରୀ । ଓଡିଶା ଲୋକ ସେବା ଆୟୋଗ ବା ଓଡିଶା ପବ୍ଲିକ୍ ସର୍ଭିସ କମିସନ୍ ବିଭିନ୍ନ ବିଭାଗରେ ବିଭିନ୍ନ ଧରଣ ର ବିଜ୍ଞପ୍ତି ବାହାର କରେ । ବିଭିନ୍ନ ସ୍ତରର ଚାକିରୀ ପାଇଁ ମଧ୍ୟ ଓଡିଶା ଲୋକ ସେବା ଆୟୋଗ ବା ଓଡିଶା ପବ୍ଲିକ୍ ସର୍ଭିସ କମିସନ୍ ବିଜ୍ଞପ୍ତି ବାହାର କରେ । ଓଡିଶାରେ ବିଭିିନ୍ନ ଗ୍ରୁପ୍ ରେ ଅନେକ ସରକାରୀ କର୍ମଚାରୀ କାମ କରନ୍ତି । ସେଥିପାଇଁ ବିଭିନ୍ନ ବର୍ଗରେ ଓପିଏସି ବା ଓଡିଶା ଲୋକ ସେବା ଆୟୋଗ ଅନେକ ସମୟରେ ବିଜ୍ଞପ୍ତି ବାହାର କରେ । ୭,୨୭୬ ଟି ମେଡିକାଲ୍ ଅଫିସର ପଦବୀ ପାଇଁ ଓଡିଶା ଲୋକ ସେବା ଆୟୋଗ ବାହରକରିଛି ବିଜ୍ଞପ୍ତି ।” ଗ୍ରୁପ୍ ଏ ” ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି ଓଡିଶା ପବ୍ଲିକ୍ ସର୍ଭିସ କମିସନ୍ ।
ଆବେଦନ କରିବାର ଶେଷ ତାରିଖ – ୧୮-୦୯-୨୦୨୩
ଆପଣ ଯଦି ଏହି ପଦବୀ ପାଇଁ ଆଗ୍ରହୀ ଅଛନ୍ତି ତେବେ ନିମ୍ନରେ ଦିଆଯାଇଥିବା ତଥ୍ୟକୁ ପଢି ଆବେଦନ କରିପାରିବେ ।
ପଦବୀ –
- ମେଡିକାଲ୍ ଅଫିସର
ଦରମା – ୫୬,୧୦୦ ଟଙ୍କା
ମୋଟ୍ ପଦବୀ ସଂଖ୍ୟା – ୭,୨୭୬ ଟି ପୋଷ୍ଟ୍
ଏହି ଲିଙ୍କ୍କୁ ଯାଇ ଓଡିଶା ଲୋକ ସେବା ଆୟୋଗ ବା ଓପିଏସି ବିଷୟରେ ଅନେକ ତଥ୍ୟ ପାଇପାରିବେ –
https://www.opsc.gov.in/Public/OPSC/Default.aspx
ପଦବୀ ଅନୁସାରେ ଶିକ୍ଷାଗତ ଯୋଗ୍ୟତା –
(ଅଧିକ ଜାଣିବା ପାଇଁ ନିମ୍ନରେ ଦିଆଯାଇଥିବା ଲିଙ୍କ୍ ରେ କ୍ଲିକ୍ କରି ଅଫିସିଆଲ୍ ନୋଟିଫିକେସନ୍ ଟିକୁ ଡାଉନ୍ ଲୋଡ୍ କରିପାରିବେ )
ବୟସ ସୀମା –
- ସର୍ବନିମ୍ନ ୨୧ ବର୍ଷ
- ସର୍ବାଧିକ ୩୮ ବର୍ଷ
ପରୀକ୍ଷା ହେବାର ସ୍ଥାନ –
ଅନଲାଇନ୍ ଆପ୍ଲିକେସନ୍ ଫର୍ମ ଫିଲଅପ୍ କଲାବେଳେ କୌଣସି ଅସୁବିଧା ର ସମ୍ମୁଖୀନ ହେଲେ କିମ୍ବା ଆପ୍ଲିକେସନ ଫର୍ମ ଫିଲଅପ୍ ସଂମ୍ପର୍କିତ କୌଣସି ପ୍ରକାର ର ମାର୍ଗଦର୍ଶନ / ସୂଚନା / ସ୍ପଷ୍ଟୀକରଣ ଦରକାର ପଡିଲେ ନିମ୍ନଲିଖିତ ନମ୍ୱରରେ ଯୋଗାଯୋଗ କରନ୍ତୁ ।
ଆବେଦନ କରିବା ପାଇଁ ଏହି ଲିଙ୍କ୍ ରେ କ୍ଲିକ୍ କରନ୍ତୁ –
https://opscrecruitment.in/#/auth/home?flag=true
ଅଫିସିଆଲ୍ ନୋଟିଫିକେସନ୍ ଟିକୁ ଡାଉନଲୋଡ କରିବାପାଇଁ ନିମ୍ନଲିଖିତ ଲିଙ୍କ ରେ କ୍ଲିକ୍ କରନ୍ତୁ –
OPSC Medical Officer Recruitment 2023 ( Apply )
କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ ।
ତେବେ ଡେରି ନକରି ଓଡିଆ ଡେଲି ର WhatsApp group ରେ join କରିବା ପାଇଁ
ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –
https://chat.whatsapp.com/HIuTqpSgca9HKPCfCJGqO4
JOB UPDATE ରହିବାପାଇଁ https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।