Sunday 28th April 2024
ପୁରୀ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ବାହାରିଛି ଚାକିରୀ ! ଶୀଘ୍ର ଆବେଦନ କରନ୍ତୁ !

ପୁରୀ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ବାହାରିଛି ଚାକିରୀ ! ଶୀଘ୍ର ଆବେଦନ କରନ୍ତୁ !

ପୁରୀ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଅନେକ ଥର ବିଭିନ୍ନ ପଦ ପଦବୀକୁ ନେଇ ବିଜ୍ଞପ୍ତି ବାହାରେ । ଏବେ ଟ୍ରେଣ୍ଡ୍ ଗ୍ରାଜୁଏଟ୍ ଶିକ୍ଷକ ପାଇଁ ବିଭିନ୍ନ ବିଦ୍ୟାଳୟରେ ବିଜ୍ଞପ୍ତି ବାହାରିଛି । ବିଜ୍ଞପ୍ତି ଅନୁସାରେ କେବଳ ଇଣ୍ଟରଭ୍ୟୁ ଅଛି ।

 

ଆପଣ ଯଦି ଏହି ପଦବୀ ପାଇଁ ଆଗ୍ରହୀ ଅଛନ୍ତି ତେବେ ନିମ୍ନରେ ଦିଆଯାଇଥିବା ତଥ୍ୟକୁ ପଢି ଆବେଦନ କରିପାରିବେ

 

ଆବେଦନ କରିବାର ଶେଷ ତାରିଖ – ୨୯/୦୬/୨୦୨୩

 

ଚାକିରୀ କରିବାର ସ୍ଥାନ –  ବିଦ୍ୟାଳୟ  ( ପୁରୀ, ଓଡିଶା )

 

ପଦବୀ ର ନାମ

  •  ଶିକ୍ଷକ

 

ଦରମା –

  • ଶିକ୍ଷକ – ୧୨,୦୦୦ ଟଙ୍କାରୁ ୧୬,୦୦୦ ଟଙ୍କା

 

 

ପୁରୀ ଜିଲ୍ଲା ବିଷୟରେ ଅଧିକ ଜାଣିବା ପାଇଁ ନିମ୍ନ ଲିଖିତ ଲିଙ୍କ୍ ରେ କ୍ଲିକ୍ କରନ୍ତୁ –

https://puri.nic.in/

 

ବୟସ ସୀମା – 

ସର୍ବାଧିକ ୬୫ ବର୍ଷ । ୬୫  ବର୍ଷରୁ ଅଧିକ ହୋଇଥିଲେ ଆବେଦନ କରିପାରିବେ ନାହିଁ ।

 

ଶିକ୍ଷାଗତ ଯୋଗ୍ୟତା –

Puri District Teacher Job vacancy 2023 ! Apply Today !

 

 

 

 

ଫର୍ମଟିକୁୁ ଡାଉନଲୋଡ୍ କରିବା ପାଇଁ ଏବଂ ଅଫିସିଆଲ୍ ନୋଟିଫିକେସନ୍ ଟିକୁ ପଢିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ – 

Notification & offline form ( Click Here)

 

 

 

 

କେବଳ ଗୋଟିଏ କ୍ଲିକ୍ ରେ ଚାକିରୀ ଆବେଦନ ର ଶେଷ ତାରିଖ ସରିବା ଆଗରୁ ପାଆନ୍ତୁ  JOB UPDATES । ଛୋଟ ହେଉ କିମ୍ବା ବଡ, ପ୍ରତ୍ୟେକଟି ସରକାରୀ ଏବଂ ବେସରକାରୀ ଚାକିରୀ ର UPDATE ଏବେ ଆପଣଙ୍କ ହାତ ପାହାନ୍ତାରେ । 

ତେବେ ଡେରି ନକରି ଓଡିଆ ଡେଲି     WhatsApp group    ରେ   join କରିବା ପାଇଁ

ନିମ୍ନଲିଖିତ ଲିଙ୍କ୍ ରେ Click କରନ୍ତୁ –

https://chat.whatsapp.com/HIuTqpSgca9HKPCfCJGqO4

 

 

 

JOB UPDATE ରହିବାପାଇଁ  https://odiadaily.in/ website କୁ ପ୍ରତ୍ୟେକ ଦିନ Visit କରନ୍ତୁ ।

CATEGORIES
TAGS
Share This

COMMENTS

Wordpress (1)
  • comment-avatar
    Shibani behera 10 months

    I like ticher job

  • Disqus (0 )